ସରକାରଙ୍କ ବଡ଼ ଘୋଷଣା: ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା

ସରକାରଙ୍କ ବଡ଼ ଘୋଷଣା । ଡିସେମ୍ବର ୨୫ରେ ଆକାଉଣ୍ଟକୁ ଆସିବ ସୁଭଦ୍ରା ଟଙ୍କା । ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଖାତାକୁ ଆସିବ । ଯେଉଁ ଆବେଦନକାରୀଙ୍କର ଆବେଦନ ଗ୍ରହଣୀୟ ହୋଇପାରି ନାହିଁ, ସେନେଇ ଯାଞ୍ଚ ଚାଲିଛି ବୋଲି ସରକାର କହିଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରାଯାଇଛି।

Subhadra Yojana

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ୬ ତାରିଖ ଭିତରେ ଯୋଗ୍ୟ ଓ ଅଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବ। ଏହି ତାଲିକା ବ୍ଲକ, ସହରାଞ୍ଚଳ ଓ ମହାନଗରସ୍ତରରେ ପ୍ରକାଶ ପାଇବ। ଏହା ପରେ ଆଉ ୭ଦିନ ଅଭିଯୋଗ ଶୁଣାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+