ବାହାନଗା ଟ୍ରେନ ଦୁର୍ଘଟଣା; ୩ ଅଭିଯୁକ୍ତଙ୍କୁ ମିଳିଲା ସର୍ତ୍ତ ମୂଳକ ଜାମିନ
ବର୍ଷେ ପରେ ବାହାନଗା ଟ୍ରେନ୍ ଟ୍ରାଜେଡିର ୩ ଅଭିଯୁକ୍ତଙ୍କୁ ମିଳିଲା ଜାମିନ। ଓଡିଶା ହାଇକୋର୍ଟ ୩ ରେଳ କର୍ମଚାରୀଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଜାମିନ୍ ପାଇଥିବା ୩ ଅଭିଯୁକ୍ତ ହେଲେ ମହମ୍ମଦ ଅମୀର ଖାନ, ଅରୁଣ କୁମାର ମହନ୍ତ ଓ ପପୁ କୁମାର।

୨୦୨୩ ମସିହା ଜୁନ୍ ୨ ତାରିଖରେ ବାହାନଗା ବଜାର ଷ୍ଟେସନ ନିକଟରେ ଘଟିଥିଲା ଭୟଙ୍କର ଟ୍ରେନ୍ ଦୁର୍ଘଟଣା। ସନ୍ଧ୍ୟା ପ୍ରାୟ ୭ଟା ବେଳେ ହାୱଡ଼ା-ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ୍ ମାଲଗାଡ଼ିକୁ ଧକ୍କା ଦେଇ ଅନ୍ୟ ଟ୍ରାକ୍ରେ ଆସୁଥିବା ଯଶୱନ୍ତପୁର ହାୱଡ଼ା ସୁପରଫାଷ୍ଟ ଟ୍ରେନ୍ ଉପରେ ପଡ଼ିଥିଲା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୨୯୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦୦୦ରୁ ଅଧିକ ଗୁରୁତର ଆହତ ହୋଇଥିଲେ। ସେଥିରୁ ଅନେକ ଲୋକ ପଙ୍ଗୁ ହୋଇଯାଇଥିବା ଜଣାପଡ଼ିଛି। ଏହି ଭୟଙ୍କର ଦୁର୍ଘଟଣା ସମଗ୍ର ଦେଶରେ ଆଲୋଡନ ସୃଷ୍ଟି କରିଥିଲା।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications