ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍ ରୂପସା
ବାଲେଶ୍ବର ଜିଲ୍ଲା ଦକ୍ଷିଣ ପୂର୍ବ ରେଳପଥର ରୂପସା ରେଳ ଷ୍ଟେସନର ଚତୁର୍ଥ ଲାଇନରେ ଲାଇନଚ୍ୟୁତ ହୋଇଛି। ମାଲ ଅନଲୋଡ କରି ଯାଉଥିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି ।

ଖବର ପାଇ ରେଳ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଟ୍ରେନ୍ ଲାଇନଚ୍ୟୁତ ହେବାର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଯୁଦ୍ଧକାଳୀନ ମରାମତି କାର୍ଯ୍ୟ ଜାରି ରହିଛି।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications