ଆସୁଛି ଲଘୁଚାପ: ଏହି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା
ଭୁବେନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ନଭେମ୍ବର ୧୪ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ଚକ୍ରବାତି ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି । ଯାହା ପରେ ଅଧିକ ଘନୀଭୂତ ହୋଇ ଲଖୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଏବଂ ନଭେମ୍ବର ୧୬ ତାରିଖରେ ଏହା ନିଜ ଦିଗ ପରିବର୍ତ୍ତନ କରି ଉତ୍ତର ଦିଗକୁ ଗତି କରିବାର ଆଶଙ୍କା ରହିଛି । ଭୁବନେଶ୍ୱରସ୍ଥିତ ଶିକ୍ଷା ଓ ଅନୁସନ୍ଧାନ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ଏହି ଲଘୁଚାପ ପ୍ରଭାବରେ ୧୫ ନଭେମ୍ବରଠୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଗଜପତି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ଼, ଢେଙ୍କାନାଳ, ଜଗତସିଂହପୁର, ଖୋର୍ଦ୍ଧା,କଟକ, କେନ୍ଦ୍ରପଡ଼ା, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ୧୬ ରୁ ୧୮ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି
More From
-
ନସ ମଙ୍ଗରାଜ ଓ ସୁଲତା ଦେଓଙ୍କୁ ବଡ ଦାୟିତ୍ୱ ଦେଲା ବିଜେଡ଼ି -
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର









Click it and Unblock the Notifications