ନଭେମ୍ବର ୩ରୁ ଦଶମଶ୍ରେଣୀ ପରୀକ୍ଷା ଫର୍ମପୂରଣ

Odisha: ୩ ତାରିଖକୁ ଦଶମଶ୍ରେଣୀ ପରୀକ୍ଷା ଫର୍ମପୂରଣ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ୨୦୨୫ ମାଟ୍ରିକ ପରୀକ୍ଷା ନିମନ୍ତେ ଫର୍ମପୂରଣ ନଭେମ୍ବର ୩ରୁ ଆରମ୍ଭ ହେବ । ରେଗୁଲାର ଓ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ମାନେ ନଭେମ୍ବର ୩ ତାରିଖରୁ ୧୮ ତାରିଖ ମଧ୍ୟରେ ଅନଲାଇନ୍ ଫର୍ମ ପୂରଣ କରିପାରିବେ । ରାତି ୧୧ ଟା ପର୍ଯ୍ୟନ୍ତ ଅନ୍‌ଲାଇନ୍‌ ଯୋଗେ ଫର୍ମପୂରଣ ହୋଇପାରିବ ।

odisha

www.bseodisha.ac.in ୱେବ୍ ସାଇଟ୍ ଭିସିଟ୍ କରି ଛାତ୍ରଛାତ୍ରୀ ମାନେ ସମ୍ପୁର୍ଣ୍ଣ ସୂଚନା ପାଇପାରିବେ । କରେସପଣ୍ଡେଣ୍ଟ କୋର୍ସ ରେ ପରୀକ୍ଷାର୍ଥୀମାନେ ବୋର୍ଡ ଆଞ୍ଚଳିକ କାର୍ଯ୍ୟାଳୟରେ ଉପସଚିବଙ୍କ ଦ୍ବାରା ଅଫ୍‌ଲାଇନ୍‌ରେ ଫର୍ମପୂରଣ କରିପାରିବେ । ଶୁକ୍ରବାର ଦିନ ବୋର୍ଡ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+