ଏଣିକି ମହିଳା ଡ୍ରାଇଭର ଚଲାଇବେ 'ଆମ ବସ୍‍'

ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ 'ଆମ ବସ୍' ଚଲାଇବେ। ବିଶେଷ କରି ମହିଳା ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ 'ଆମ-ବସ୍' ସେବା ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି ।

ama bus

ଏଥିପାଇଁ ପୁଣେରେ ମହିଳା ମାନଙ୍କୁ ତାଲିମ ଦିଆଯିବ । ତାଲିମ ପାଇଁ ଆସନ୍ତା ଜାନୁଆରୀ ୩୧ରେ ୨୦ଜଣ ମହିଳା ପୁଣେ ଯିବେ ବୋଲି ସୂଚନା ରହିଛି । ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ପାଇଁ ମହିଳା ଚାଳକଙ୍କ ଉପରେ ଗୁରୁତ୍ୱ ଦିଆଯାଇ ଏଭଳି ନିଷ୍ପତ୍ତି ନିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+