ଆଜିଠୁ ରାଜ୍ୟରେ ଆମ ଶାସନ ବ୍ୟବସ୍ଥା ; ଲୋକଙ୍କ ଅଭିଯୋଗ ଶୁଣିବେ ଖୋଦ୍ ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ

ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ । ଲୋକଙ୍କଠାରୁ ମତାମତ ସଂଗ୍ରହ କରାଯିବ । ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ 'ଆମ ଶାସନ ବ୍ୟବସ୍ଥା ଆରମ୍ଭ ହେବାକୁ ଯାଉଛି । ବିଜେଡି ସରକାର ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି 'ଆମ ଶାସନ କାର୍ଯ୍ୟକାରୀ ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବେନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ । ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ ।

our governance system in the state
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+