ଶ୍ରୀକ୍ଷେତ୍ରରେ ଆଜିଠାରୁ ଝୁଲଣ ଯାତ; ସାତ ଦିନ ଧରି ଶରତ ରାସ

ଆଜିଠାରୁ ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଝୁଲଣ ଯାତ୍ରା । ଏହି ଯାତ୍ରା ସାତଦିନ ଧରି ଚାଲିବ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ ପ୍ରଭୁ ମଦନମୋହନ, ଭୂଦେବୀ ଓ ଶ୍ରୀଦେବୀ ଝୁଲଣ କୁଞ୍ଜକୁ ବିଜେ କରିବେ ।

ଶ୍ରୀମନ୍ଦିର ମୁକ୍ତିମଣ୍ଡପରେ ଆକର୍ଷଣୀୟ ଭାବେ ନିର୍ମାଣ କରାଯାଇଥିବା ଝୁଲଣ କୁଞ୍ଜରେ ପ୍ରଭୁ ମଦନମୋହନ ରାସ କରିବେ । ଏହାକୁ ଶରତ ରାସ ବୋଲି ମଧ୍ୟ କୁହାଯାଏ । କେବଳ ଶ୍ରୀମନ୍ଦିର ନୁହେଁ ଶ୍ରୀମନ୍ଦିର ସହ ଜଡିତ ଥିବା ମଠ ମନ୍ଦିର ତଥା ପୁରୀର ବିଭିନ୍ନ ଘରେ ମଧ୍ୟ ଏହି ଝୁଲଣ ଦେଖିବାକୁ ମିଳିବ ।

From today the shree mandir temple jhulan yatra

ପ୍ରାୟତଃ ଏକ ମାସ ପୂର୍ବରୁ କାରିଗର ମାନେ ଶୁଦ୍ଧପୂତ ଭାବେ ଏହି ଝୁଲଣ ନିର୍ମାଣ କରିଥାନ୍ତି। କୁଞ୍ଜକୁ ଆକର୍ଷଣୀୟ କରିବା ପାଇଁ ଜରି, ଜମ୍ବୁରା, ସୋଲ, ରଙ୍ଗ ଓ ନୂଆକନା ମଧ୍ୟ ବ୍ୟବହାର କରାଯାଇଥାଏ । ଏହି କୁଞ୍ଜରେ ଦେବାଦେବୀଙ୍କ ସହ ସକ୍ଷୀ, ପଶୁପକ୍ଷୀ ତଥା ବିଭିନ୍ନ ଗଛଲତା ଏବଂ ସୁବାସିତ ଫୁଲ ଓ ଫଳମୂଳକୁ ମଧ୍ୟ ସ୍ଥାନ ଦିଆଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+