ଆଜିଠାରୁ ୧୫ ଯାଏଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

ଚଳିତ ମାସରେ ମକର ସଂକ୍ରାନ୍ତି ଏବଂ ଅନ୍ୟ ନୀତିକାନ୍ତି ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ପରିଲକ୍ଷିତ ହେବା ଅନୁମାନ କରାଯାଉଛି। ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି।

Ratnabhandar

୧୬ରୁ ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ। ପ୍ରକାଶଯୋଗ୍ୟ, ଗତ ୧୭ରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଏଏସ୍‌ଆଇ ଟିମ୍‌ଙ୍କ ତତ୍ତ୍ୱାବଧାନରେ କୁଶଳୀ କାରିଗରଙ୍କ ଦ୍ୱାରା ଆରମ୍ଭ ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+