ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି ମହାରାଜା

ପୁରୀ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗଜପତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ଗଜପତି ମହାରାଜା । ରଥଯାତ୍ରା ପୂର୍ବରୁ ରାଜ୍ୟ ଅତିଥି ଭବନରେ ସୋମବାର ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି ।

mohan charan majhi

ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ନେଇ ବିଭିନ୍ନ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି । ଆଲୋଚନା ପରେ ଗଜପତି ମହାରାଜା କହିଛନ୍ତି- ଏଥରର ରଥଯାତ୍ରା ୧୯୭୧ ମସିହା ଭଳି ପଡୁଛି। ଗୋଟିଏ ଦିନରେ ଦୁଇ ଦିନର ନୀତିକାନ୍ତି ହେବ। ତେଣୁ ରଥଯାତ୍ରା ନୀତିକାନ୍ତି କିଭଳି ସୁରୁଖୁରୁରେ ହେବ ସେନେଇ ଆଲୋଚନା ହେଲା। ଅପରାହ୍ନ ୫ ଟାରେ ରଥଟଣା ଯିବାକୁ ନୀତି ନିର୍ଘଣ୍ଟ ହୋଇଥିବାରୁ ସେଦିନ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରଖାଯିବ ବୋଲି କହିଛନ୍ତି ଗଜପତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+