ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଲେ ଗଜପତି; ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ ହୋଇଯିବ
ରତ୍ନଭଣ୍ଡାର ମରାମତି କାର୍ଯ୍ୟ ତଦାରଖ କଲେ ଗଜପତି ମହାରାଜା । ତଦାରଖ ପରେ ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଲେ ଗଜପତି । ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ ହୋଇଯିବ କହିଲେ । ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ, ଅତି ସୁନ୍ଦର ଦିଶୁଛି ।

ମନ୍ଦିର ନିର୍ମାଣ ଶୈଳିରେ ସମସ୍ତ ମରାମତି କାମ ହୋଇଛି । ପ୍ରାୟ ୬ ଶହ ପଥର କଢ଼ା ଯାଇ ନୂଆ ପଥର ଲାଗିଛି । ମହାପଭୁ ରତ୍ନ ସିଂହାସନକୁ ଆସିଲା ପରେ ଗଣତି ମଣତି। ଗଣତି ମଣତି ରାଜ୍ୟ ସରକାରଙ୍କ ପରାମର୍ଶରେ ଅତିଶୀଘ୍ର ହେବ ।












Click it and Unblock the Notifications