ବିପଦରେ ଗଜରାଜ ବଂଶ; ବର୍ଷକରେ ମଲେଣି ୮୧ ହାତୀ, ସୂଚନା ଦେଲେ ମନ୍ତ୍ରୀ

ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖି ବର୍ଷକରେ ହାରାହାରି ୮୧ ହାତୀ ମୃତ୍ୟୁବରଣ କରିଥିବା ସୂଚନା ଦେଇଛନ୍ତି।

ganesh ram khuntia

ହାତୀ ଶିକାର, ବିଦ୍ୟୁତ୍‌ ଆଘାତ ଭଳି ବିଭିନ୍ନ କାରଣରୁ ହାତୀ ମୃତ୍ୟୁ ହେଉଛି। ୨୦୨୪ ହାତୀ ଗଣନା ଅନୁଯାୟୀ ରାଜ୍ୟରେ ୨୦୧୩ଟି ହାତୀ ରହିଥିବା ମନ୍ତ୍ରୀ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+