ଫିକା ପଡ଼ିବ ଗଣେଶ ପୂଜା......

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ । ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଆଗାମୀ ୩ ଦିନରେ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ ।

rain

ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ଲାଗି ରହିବ ବର୍ଷା ।ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+