ନିଲମ୍ବିତ ହେଲେ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ

ନିଲମ୍ବିତ ହେଲେ ଗଞ୍ଜାମ ଆସିଷ୍ଟାଣ୍ଟ କଲେକ୍ଟର ବିଞ୍ଜେଶ ରଞ୍ଜନ ନାୟକ । ଜଟଣୀ ସଵରେଜିଷ୍ଟର ଥିବା ବେଳେ ଦୁର୍ନୀତି ପାଇଁ ତାଙ୍କୁ ନିଲମ୍ବିତ କରାଯାଇଛି । ରାଜସ୍ୱ ବିଭାଗ ତାଙ୍କୁ ନିଲମ୍ବନ କରିଛି । ସଵ ରେଜିଷ୍ଟର ଥିବା ବେଳେ ବେଆଇନ ଭାବେ ହୋମ ଭିଜିଟ କରି କରିଥିଲେ ଜମି ରେଜିଷ୍ଟ୍ରେସନ ।

Ganjam Assistant Collector Binjesh Ranjan Nayak suspended

ମାର୍ଚ୍ଚ 2023ରୁ ମେ 2025 ଭିତରେ ଜଟଣୀ ସବରେଜିଷ୍ଟର ଥିବା ବେଳେ 322 ଥର Home visit କରି ରେଜିଷ୍ଟ୍ରେସନ କରିଥିଲେ । ଏମିତିକି ବିନା ଅନୁମତିରେ ମଧ୍ୟ ଜିଲ୍ଲା ବାହାରକୁ ଯାଇ ରେଜିଷ୍ଟ୍ରେସନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+