ବିଜେଡିରେ ମିଶିପାରନ୍ତି ଗଶେଶ ବେହେରା; କେନ୍ଦ୍ରାପଡ଼ାର ବିଜୁ ଜନତା ଦଳର ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ

ବିଜେଡିରେ ମିଶିପାରନ୍ତି ଗଶେଶ ବେହେରା । ଗଶେଶ ବେହେରା ବିଜେଡିରେ ମିଶିବେ ବୋଲି ଚର୍ଚ୍ଚା ନେଇ କେନ୍ଦ୍ରାପଡ଼ାର ବିଜୁ ଜନତା ଦଳର ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ।

କେନ୍ଦ୍ରାପଡ଼ାର ଏକ ପ୍ରତିଷ୍ଠିତ ହୋଟେଲରେ ଏକତ୍ରିତ ହୋଇଥିଲେ । ବିଜୁ ପରିବାରର ସ୍ୱାର୍ଥ ପାଇଁ କର୍ମୀ ସମ୍ମିଳନୀ ନାମରେ ଆୟୋଜିତ ସଭାରେ ପୂର୍ବତନ ବିଧାୟକ କିଶୋର ଚନ୍ଦ୍ର ତରାଇ, ସିପ୍ରା ମଲ୍ଲିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଗୀତାଞ୍ଜଳୀ ସେଠୀ, ମୁରଲୀ ସେଠୀ, ମାନଓ ସେଠୀ, ଦୁଷ୍ମନ୍ତ ମଲ୍ଲିକ ରାଜେଶ ଦାସ, ମାନସ ପରିଡ଼ାଙ୍କ ଅଧ୍ୟକ୍ଷତାରେ ପ୍ରାର୍ଥୀ ଆଶାୟୀ ଓ ଅନେକ କର୍ମୀ ସାମିଲ ହୋଇଥିଲେ ।

Gashesh Behera

ତେବେ ସେମାନଙ୍କ କହିବା ଅନୁଯାୟୀ ବିଜେଡି ଯାହାକୁ ବି ଟିକେଟ ଦେଉଛି ଦେଉ, କିନ୍ତୁ ଅନ୍ୟ ଦଳରୁ ଯେ ଆସିବେ, ତାଙ୍କୁ ଗ୍ରହଣ କରାଯିବ ନାହିଁ । ଶତାଧିକ କର୍ମୀଙ୍କ ଏକ ଦସ୍ତଖତ ଦଳର ହାଇକମାଣ୍ଡଙ୍କ ନିକଟକୁ ପଠାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+