ଆସନ୍ତା କାଲି ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ବୁଧବାର ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ମହାପ୍ରଭୁଙ୍କ ଦିବା ପହୁଡ ନୀତି ପାଇଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ ବୋଲି ଏଏସଆଇ ଅଧିକ୍ଷକ ଡିବି ଗଡନାୟକ ସୂଚନା ଦେଇଛନ୍ତି ।

shree mandir

ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର ଲୁହାର ଭାର ବନ୍ଧା ଯାଇଛି । ଭାରା ବ୍ୟବହାର କରି କାନ୍ଥ, ଛାତ ଓ ବିଭିନ୍ନ ଫାଟ ମରାମତି କରାଯିବ । ଫାଟ ମରାମତି କରିବା ପାଇଁ ଏଏସଆଇ ଦ୍ବାରା କୁଶଳୀ କାରିଗର ନିଯୁକ୍ତ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+