Get Updates
Get notified of breaking news, exclusive insights, and must-see stories!

ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ଶ୍ରୀବିଗ୍ରହମାନଙ୍କ ସାଧାରଣ ଦର୍ଶନ ୪ଘଣ୍ଟା ବନ୍ଦ ରହିବ। ଚୈତ୍ର:କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଭକ୍ତଙ୍କ ଲାଗି ସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାଠାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଜାରି କରାଯାଇଛି ।

puri
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+