ଏକାଥରକେ ୧୧ ହଜାର ୭୭୦ ଟଙ୍କା ବଢ଼ିଲା ସୁନା ଦର, ଗ୍ରାହକଙ୍କୁ ଲାଗିଲା ବଡ ଝଟକା
ସୁନା ଦରରେ ରେକର୍ଡ ସ୍ତରରେ ବୃଦ୍ଧି । ଆଉ ଛୁଇଁହେବନି। ଏକାଥରକେ ୨୪ କ୍ୟାରେଟ ସୁନା ୧୧ ହଜାର ୭୭୦ ଟଙ୍କା ବୃଦ୍ଧି ପାଇଛି। ୧୦ ଗ୍ରାମ ୨୪ କ୍ୟାରେଟ ସୁନା ଦର ୧ ଲକ୍ଷ ୭୮ ହଜାର ୮୫୦ ଟଙ୍କାକୁ ବୃଦ୍ଧି। ସେହିପରି ୨୨ କ୍ୟାରେଟ ସୁନା ଦର ୧୦ ହଜାର ୮୦୦ ଟଙ୍କା ବଢ଼ିଛି। ୧୦ଗ୍ରାମ ପିଛା ୨୨ କ୍ୟାରେଟ ସୁନା ଦର ୧ ଲକ୍ଷ ୬୩ ହଜାର ୯୫୦ ଟଙ୍କା ବୃଦ୍ଧି ପାଇଛି।

ଭୁବନେଶ୍ୱରରେ ୧୦ଗ୍ରାମ ପିଛା ୨୪ କ୍ୟାରେଟ ସୁନା ଦର ଗତକାଲି ୧,୬୭,୦୮୦ ଥିଲାବେଳେ ୧୦ଗ୍ରାମ ପିଛା ୨୨ କ୍ୟାରେଟ ସୁନା ଦର ଗତକାଲି ୧,୫୩,୧୫୦ ଥିଲା।












Click it and Unblock the Notifications