ଭୁବନେଶ୍ବରରେ ଶୁଭାଂଶୁ ଶୁକ୍ଲା ; କହିଲେ ଓଡ଼ିଶା ଆସି ବହୁତ ଖୁସି ଲାଗୁଛି, ଆଗରୁ ବି ଆସିଥିଲି

ଭୁବନେଶ୍ଵରରେ ପହଞ୍ଚିଛନ୍ତି ମହାକାଶଚାରୀ ଶୁଭ୍ରାଂଶୁ ଶୁକ୍ଳା । ଭୁବନେଶ୍ଵରର ଏକ ଘରୋଇ ବିଦ୍ୟାଳୟରେ ଅତିଥି ଭାବେ ଯୋଗ ଦେଇଛନ୍ତି ଶୁଭ୍ରାଂଶୁ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଶୁଭ୍ରାଂଶୁ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ମାନଙ୍କ ସହ ମହାକାଶର ଅଭିଜ୍ଞତା ଓ ଅନୁଭୂତି ବର୍ଣ୍ଣନା କରିଛନ୍ତି । ଶୁଭାଂଶୁ ଭାରତୀୟ ବାୟୁସେନା (IAF) ର ଜଣେ ଗ୍ରୁପ୍ କ୍ୟାପ୍ଟେନ୍ ଏବଂ ପରୀକ୍ଷଣ ପାଇଲଟ୍ ଏବଂ ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ର ମହାକାଶଚାରୀ । ୨୦୨୫ ଜୁଲାଇରେ ଶୁଭ୍ରାଂଶୁ ପ୍ରଥମ ISRO ମହାକାଶଚାରୀ ଭାବେ ମହାକାଶ ଉଡ଼ାଣ ଆକ୍ସିୟମ ମିଶନ ୪ରେ ଅଂଶଗ୍ରହଣ କରି ଆନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ପରିଦର୍ଶନ କରିଥିଲେ । ରାକେଶ ଶର୍ମାଙ୍କ ଉଡ଼ାଣ ପରେ ମହାକାଶ ଯାତ୍ରା କରିଥିବା ଦ୍ୱିତୀୟ ଭାରତୀୟ ହେଉଛନ୍ତି ଶୁଭ୍ରାଂଶୁ ଶୁକ୍ଳା ।

subhanshu shukla
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+