ଖୁସି ଖବର; ଆଜିଠୁ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ୩୫ ଶହ ଭତ୍ତା

ବୟସ୍କଙ୍କ ପାଇଁ ଖୁସି ଖବର ଆଜିଠୁ ୮୦ ବର୍ଷରୁ ଅଧିକ ବୟସ୍କଙ୍କୁ ମିଳିବ ୩୫ ଶହ ଟଙ୍କା ଭତ୍ତା । ୮୦ ପ୍ରତିଶତରୁ ଊର୍ଦ୍ଧ୍ବ ଭିନ୍ନକ୍ଷମ ବି ଉପକୃତ ହେବେ । ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସୁରକ୍ଷା କାର୍ୟ୍ୟକ୍ରମ ଅଧିନରେ ଭତ୍ତା ପ୍ରଦାନ କରାଯିବ ।

allowances

ଏହା ଦ୍ବାରା ୪ ଲକ୍ଷ ୧୫ ହଜାରରୁ ଅଧିକ ହିତାଧିକାରୀ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦୁଝର ଗସ୍ତରେ ଥିବା ବେଳେ ଏହି ଯୋଜନାର ଶୁଭାରମ୍ଭ କରିବେ । ଗତ ୩ ତାରିଖରେ ଏନେଇ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+