ନନ୍ଦନକାନନରୁ ଆସିଲା ଖୁସି ଖବର; ତୃତୀୟ ଥର ପାଇଁ ମା ହେଲା ବାଘୁଣୀ ରୂପା
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁସିର ଖବର। ମାଆ ହେଲା ବାଘୁଣୀ ରୂପା। ତୃତୀୟ ଥର ମାଆ ହେଲା ବାଘୁଣୀ ରୂପା । କ୍ରୀଷ୍ଣା ଏବଂ ରୂପା ମିଳନରେ ଜନ୍ମ ନେଲା ବାଘ ଶାବକ। କ୍ରୀଷ୍ଣା ମେଲେନାଷ୍ଟିକ୍ ହୋଇଥିବା ବେଳେ କିଛି ଶାବକ ମେଲେନାଷ୍ଟିକ୍ ହେବା ନେଇ ଆଶା କରାଯାଉଛି।

ସେପଟେ ଖୁଆଡୋ ଚାରିପଟେ ସିସିଟିଭି କ୍ୟାମେରା ଖଞ୍ଜାଯାଇଛି। ନନ୍ଦନକାନନର ସ୍ଵତନ୍ତ୍ର ଟିମ୍ କଡ଼ା ନଜର ରଖିଛନ୍ତି ।












Click it and Unblock the Notifications