ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର, ଫେରସ୍ତ ପ୍ରକ୍ରିୟାର ଅବଧି ବଢାଇଲେ ସରକାର
ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ବଡ଼ ଖବର। ଟଙ୍କା ଫେରସ୍ତ ପ୍ରକ୍ରିୟାର ଅବଧି ବଢାଇଲେ ସରକାର। ପୂର୍ବରୁ ଜାନୁଆରୀ ୩୧ ଯାଏଁ ଅବଧି ଥିଲା। ଏବେ ମାର୍ଚ୍ଚ ୩୧ ଯାଏଁ ଜାରି ରହିବ ଟଙ୍କା ଫେରସ୍ତ ହେବ। ଆବେଦନକାରୀ ସମସ୍ତ ପ୍ରମାଣ ପତ୍ର ଦେଇ RIଙ୍କ ନିକଟରେ ଆବେଦନ କରିବେ। ଏହାର ୧୫ ଦିନ ଭିତରେ ଟଙ୍କା ଫେରିପାଇବେ। ୮ରୁ ଦଶ ହଜାର କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଦେଉଛନ୍ତି ସରକାର।













Click it and Unblock the Notifications