ଗ୍ରାହକଙ୍କ ପାଇଁ ଖୁସି ଖବର; ଏତିକି ଟଙ୍କା କମିଲା ସୁନା ଦର

ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ବଡ ଖୁସି ଖବର । ମେ' ୧୫ ଅର୍ଥାତ୍‌ ଗୁରୁବାର ପ୍ରାୟ ସୁନା ଦର ୨ ହଜାର ଟଙ୍କା ହ୍ରାସ ହୋଇଛି ।

Gold prices

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୩,୯୩୦ ଟଙ୍କା ରହିଛି । ଗତକାଲି ଏହା ୯୬,୦୬୦ ଟଙ୍କା ଥିଲା । ଏଥିରେ ୨,୧୩୦ ଟଙ୍କା ହ୍ରାସ ହୋଇଛି ।୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୬,୧୦୦ ଟଙ୍କା ରହିଛି । ଗତକାଲି ଏହା ୮୮,୦୫୦ ଟଙ୍କା ଥିଲା । ଏଥିରେ ୧,୯୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୦,୪୫୦ ଟଙ୍କା ରହିଛି । ଗତକାଲି ଏହା ୭୨,୦୪୦ ଟଙ୍କା ଥିଲା । ଏଥିରେ ୧,୫୯୦ ଟଙ୍କା ହ୍ରାସ ହୋଇଛି ।ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୦,୮୦୦ ରହିଛି । ଗତକାଲି ଏହା ୧୦,୯୦୦ ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ସୁନା ଦର ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୨ରେ ୧ ଲକ୍ଷ ଟଙ୍କା ପାର୍‌ ହୋଇଥିବା ବେଳେ ମେ' ୧୫ ସୁଦ୍ଧା ଦାମ୍‌ ପ୍ରାୟ ୭ ହଜାର ଟଙ୍କା ହ୍ରାସ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+