Get Updates
Get notified of breaking news, exclusive insights, and must-see stories!

ଗ୍ରାହକଙ୍କ ପାଇଁ ଖୁସି ଖବର, ପୁଣି କମିଲା ସୁନା ରୂପା ଦର

ଗତକାଲି ଦର ବୃଦ୍ଧି ହେବା ପରେ ଆଜି ପୁଣି କମିଛି ସୁନା ଓ ରୂପା ଦର । ଆଜି ସକାଳେ ସେୟାର ମାର୍କେଟ ଖୋଲିବା ମାତ୍ରେ ୨୪କ୍ୟାରେଟ ସୁନାର ମୂଲ୍ୟ ୫ହଜାର ହ୍ରାସ ପାଇଛି । ୧୦ଗ୍ରାମ ପିଛା ୨୪କ୍ୟାରେଟ୍‌ ସୁନାର ଦାମ୍‌ ୧ଲକ୍ଷ ୫୪ହଜାର ୫୭୦ ହୋଇଛି । ଗତକାଲି ଏହା ୧ଲକ୍ଷ ୫୯ହଜାର ୫୯୦ ରହିଥିଲା ।

gold prices

ସେହିପରି ୨୨କ୍ୟାରେଟ ସୁନା ୪ହଜାର ୬୦୦ କମିଛି । ୧୦ଗ୍ରାମ୍‌ ପିଛା ୨୨କ୍ୟାରେଟ୍‌ ସୁନାର ଦାମ୍‌ ୧ଲକ୍ଷ ୪୧ହଜାର ୭୦୦ ହୋଇଛି । ଗତକାଲି ଏହା ୧ଲକ୍ଷ ୪୬ହଜାର ୩୦୦ ହୋଇଥିଲା ।

ଅନ୍ୟପଟେ ରୂପା ଦର ମଧ୍ୟ ହ୍ରାସ ପାଇଛି । ପୁଣି ୨୦ହଜାର କମିଲା ରୂପା ଦର । ୧କିଲୋଗ୍ରାମ ରୂପାର ଦାମ୍‌ ୨୦ହଜାର ଟଙ୍କା ହ୍ରାସ ପାଇ ୩ଲକ୍ଷରେ ପହଞ୍ଚିଛି । ତେବେ ଗତକାଲି ରୂପା ଦର ବୃଦ୍ଧି ପାଇଥିଲା, ୩ଲକ୍ଷ ୨୦ହଜାର ଟଙ୍କା ରହିଥିଲା ରୂପା ଦର । ତେବେ ଆଜି ସୁନା ଓ ରୂପା ଦର କମିବା ପରେ ଗ୍ରାହକଙ୍କୁ ଆଶ୍ୱସ୍ତି ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+