ଆଜି ବି ଗ୍ରାହକଙ୍କ ପାଇଁ ଖୁସି ଖବର; ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ

କିଛି ଦିନ ହେବ ଲଗାତାର ହ୍ରାସ ପାଉଛି ସୁନା ଦର । ଯାହା ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଆଣିଛି ଖୁସି ଖବର । ସୁନା ଦର ୧ ଲକ୍ଷ ଟଙ୍କା ଅତିକ୍ରମ କରିଥିବା ସହ ଏଯାଏଁ ପ୍ରାୟ ୨ହଜାର ଟଙ୍କା ଦାମ୍‌ କମିଛି । ଜୁନ୍‌ ୨୫ ଅର୍ଥାତ୍‌ ବୁଧବାର କମିଛି ସୁନା ଦର । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୯୫୦ ଟଙ୍କା ରହିଛି । ଗତକାଲି ଏହା ୯୯, ୨୨୦ ଟଙ୍କା ଥିଲା । ଏଥିରେ ୨୭୦ ଟଙ୍କା ହ୍ରାସ ହୋଇଛି ।

Gold prices

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୦,୭୦୦ ଟଙ୍କା ରହିଛି । ଗତକାଲି ୯୦,୯୫୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୪,୨୧୦ ଟଙ୍କା ରହିଛି । ଗତକାଲି ୭୪,୪୨୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୮୦୦ ଟଙ୍କା ରହିଛି । ଗତକାଲି ୧୧,୯୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+