ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର: ଅକ୍ଟୋବର ମାସରୁ ଚାଉଳ ସହ ମିଳିବ ଗହମ

ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ । ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଗହମ ଦେବାକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି। ଚାଉଳ ସହ ଗହମ ଦିଆଯିବ ବୋଲି ବିଧାନସଭାରେ କହିଥିଲେ ମନ୍ତ୍ରୀ ।

ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ସରକାର କହିଥିଲେ। ବିଜେଡି ସରକାର ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ। ହେଲେ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଥିଲେ ।

ration card

ଅନ୍ୟପଟେ ଓଡ଼ିଶା ସରକାର ରାସନକାର୍ଡ ହିତାଧିକାରୀଙ୍କୁ ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ନିକଟରେ ସୂଚନା ଦେଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+