Get Updates
Get notified of breaking news, exclusive insights, and must-see stories!

ପର୍ଯ୍ୟଟକ ଓ ପ୍ରକୃତି ପ୍ରେମୀଙ୍କ ପାଇଁ ଖୁସି ଖବର, ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

ପର୍ଯ୍ୟଟକ ଓ ପ୍ରକୃତି ପ୍ରେମୀଙ୍କ ପାଇଁ ଖୁସି ଖବର, ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ

ବାରିପଦା: ପର୍ଯ୍ୟଟକ ଓ ପ୍ରକୃତି ପ୍ରେମୀଙ୍କ ପାଇଁ ଖୁସି ଖବର । ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ସକାଳ ୬ଟାରୁ ୯ଟା ପର୍ଯ୍ୟନ୍ତ ଖୋଲା ରହିବ । ଯଶିପୁର କାଳିଆଣି ଗେଟ୍ ଦେଇ ୩୫ଟି ଗାଡ଼ିକୁ ପ୍ରବେଶ ଅନୁମତି । ସେହିପରି ବାରିପଦା ଲୁଲୁଙ୍ଗ ପଟୁ ୨୫ଟି ଗାଡ଼ି ପ୍ରବେଶ ନେଇ ଅନୁମତି ମିଳିଥିବା ନେଇ ସୂଚନା । ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଅଭୟାରଣ୍ୟକୁ ପ୍ରତିଦିନ ୬୦ଟି ଗାଡ଼ି ପ୍ରବେଶ କରିପାରିବ । ପର୍ଯ୍ୟଟକଙ୍କୁ ଡାକବଙ୍ଗଳାରେ ରାତ୍ରିଯାପନ କରିବା ପାଇଁ ଆଗୁଆ ଅନଲାଇନ୍ ବୁକିଂ କରିବାକୁ ପଡିବ ।

similipal

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଶିମିଳିପାଳ ଜାତୀୟ ଉଦ୍ୟାନ ଦୀର୍ଘ ଦିନ ପରେ ଖୋଲିବା ପରେ ପର୍ଯ୍ୟଟକଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆଜି ସକାଳ ୬ଟାରୁ ସକାଳ ୯ଟା ମଧ୍ୟରେ ଜାତୀୟ ଉଦ୍ୟାନ ମଧ୍ୟକୁ ପ୍ରବେଶ କରିପାରିବେ ପର୍ଯ୍ୟଟକ । ତେବେ ଅଭୟାରଣ୍ୟ ଭିତରେ ପ୍ଲାଷ୍ଟିକ ଓ ପଲିଥିନକୁ ବ୍ୟାନ୍ କରାଯାଇଛି, ସେହିପରି ମାଦକ ଦ୍ରବ୍ୟ ନେବାରେ ମଧ୍ୟ କଟକଣା ଜାରି କରାଯାଇଛି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+