ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଏହି ଦିନ ଖୋଲିବ ଶିମିଳିପାଳ ଅଭୟାରଣ୍ୟ
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦେଶର ଅଷ୍ଟମ ଜୈବମଣ୍ଡଳ ଶିମିଳିପାଳର ଜୈବବିଭିଧତାକୁ ଉପଭୋଗ କରିବାକୁ ପ୍ରତିବର୍ଷ ଦେଶ ବିଦେଶର ପର୍ଯ୍ୟଟକମାନେ ଆକର୍ଷିତ ହୋଇ ଅ।ସିଥାନ୍ତି।

ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା। ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ। ଆସନ୍ତା ୧୮ ତାରିଖରୁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।












Click it and Unblock the Notifications