ଖୁସି ଖବର, ପୁଣି କମିଲା ସୁନା ଦର
ଗ୍ରାହକଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି । କମିଲା ସୁନା ଦର । ଜୁଲାଇ ୨୯ ଅର୍ଥାତ୍ ମଙ୍ଗଳବାର ପୁଣି କମିଛି ସୁନା ଦର । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୯,୮୨୦ ଟଙ୍କା ରହିଛି । ଗତକାଲି ୯୯,୯୩୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ହ୍ରାସ ହୋଇଛି ।

୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୯୧,୫୦୦ ଟଙ୍କା ରହିଛି । ଗତକାଲି ୯୧,୬୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି । ୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୪,୮୭୦ ଟଙ୍କା ରହିଛି । ଗତକାଲି ୭୪,୯୫୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ହ୍ରାସ ହୋଇଛି ।
ସେହିପରି ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୬୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୬୦୦ ଟଙ୍କା ଥିଲା ।












Click it and Unblock the Notifications