ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବଡ଼ଷ୍ଟେସନ ଠାରେ ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍ । ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ ଚ୍ୟୁତ ହୋଇଥିବା ବେଳେ ରେଳବାଇ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି । ତେବେ ଟ୍ରେନରେ ଗିଟି ବୋଝେଇ ହୋଇଥିବା ବେଳେ କେଉଁଠାରୁ କେଉଁଠାକୁ ଯାଉଥିଲା ତାହା ସ୍ପଷ୍ଟ ହୋଇନାହିଁ

ଅପରପକ୍ଷେ ବ୍ରହ୍ମପୁରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଟ୍ରେନ ଚଳାଚଳ ବନ୍ଦ ରହିଛିକ୍ଷ ଛତ୍ରପୁର ବଡ଼ ଷ୍ଟେଶନ ଠାରେ ସନ୍ଧ୍ୟା ୭ଟା ସମୟରେ ଟ୍ରେନଟି ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି ।












Click it and Unblock the Notifications