Get Updates
Get notified of breaking news, exclusive insights, and must-see stories!

ବଢିଲା କାର୍ଯ୍ୟରତ ସାମ୍ବାଦିକଙ୍କ ସ୍ୱାସ୍ଥ୍ୟବୀମା ପରିମାଣ

ଭୁବନେଶ୍ୱର : ବୃଦ୍ଧି ପାଇଲା କାର୍ଯ୍ୟରତ ସାମ୍ବାଦିକମାନଙ୍କ ସ୍ୱାସ୍ଥ୍ୟବୀମା ପରିମାଣ । ଏହି ରାଶିକୁ 2 ଲକ୍ଷରୁ 5 ଲକ୍ଷକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ ଏହି ସୁବିଧା ରାଜ୍ୟର 8717 ଜଣ ସାମ୍ବାଦିକ ଓ ତାଙ୍କ ପରିବାର ସଦସ୍ୟ ଉପକୃତ ହେବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି ।

Naveen Patnaik

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ସୂଚନା ଅନୁସାରେ, ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାରେ 2018 ଜୁନ୍ ମାସରୁ କାର୍ଯ୍ୟରତ ସାମ୍ବାଦିକ ଓ ସେମାନଙ୍କ ପରିବାରକୁ 2 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଛି । ଏହି ରାଶିକୁ ବୃଦ୍ଧି ପାଇଁ ସାମ୍ବାଦିକମାନେ ଦୀର୍ଘଦିନ ଧରି ଦାବି କରି ଆସୁଥିଲେ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ସ୍ୱାସ୍ଥ୍ୟବୀମା ରାଶି 5 ଲକ୍ଷ ଟଙ୍କାକୁ ବୃଦ୍ଧି ନିମନ୍ତେ ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+