ଗୋପାଳପୁର ବନ୍ଦରକୁ ହାତକୁ ନେଲା ଆଦାନୀ ଗ୍ରୁପ୍ ଅଫ୍ କମ୍ପାନୀ; ୩୦୮୦ କୋଟି ଟଙ୍କାରେ ଗୋପାଳପୁର ପୋର୍ଟ ଲିମିଟେଡ୍ ସହ ଚୁକ୍ତି

ଗୋପାଳପୁର ବନ୍ଦରକୁ ହାତକୁ ନେଲା ଆଦାନୀ ଗ୍ରୁପ୍ ଅଫ୍ କମ୍ପାନୀ। ୩୦୮୦ କୋଟି ଟଙ୍କାରେ ଗୋପାଳପୁର ପୋର୍ଟ ଲିମିଟେଡ୍ ସହ ଚୁକ୍ତି କଲା ଆଦାନୀ । ଆଦାନୀ ପୋର୍ଟ୍ସ ଆଣ୍ଡ ସ୍ପେଶାଲ ଇକୋନୋମିକ୍ ଜୋନ୍ ଲିଃ (APSEZ)ର ଚୁକ୍ତି ହୋଇଛି।

Adani Group
SP ଗ୍ରୁପ୍‌ର ୫୬% ଓ OSLର ୩୯% ଅଂଶଧନ କିଣିବା ନେଇ ଚୁକ୍ତି ହୋଇଛି । ଆଦାନୀ ଗ୍ରୁପ୍‌ର ସର୍ବଭାରତୀୟ ପୋର୍ଟ ନେଟୱାର୍କରେ ଯୋଡ଼ି ହେଲା GPL ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+