Get Updates
Get notified of breaking news, exclusive insights, and must-see stories!

ପ୍ରବଳ ବର୍ଷା ଓ ଜଳବନ୍ଦୀ ପରିସ୍ଥିତି ଦୃଷ୍ଟିରୁ ଆସନ୍ତାକାଲି ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍

ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି କଟକରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ଷା ଯୋଗୁଁ ସମ୍ଭାବ୍ୟ ଜଳବନ୍ଦୀ ଅବସ୍ଥାର ମୁକାବିଲା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ।

rain

ଜିଲ୍ଲାପାଳଙ୍କ ଅଫିସ୍ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତାକାଲି ଜିଲ୍ଲାର ସବୁ ସରକାରୀ ଅଫିସ ଖୋଲା ରହିବ । ସବୁ ଅଧିକାରୀ, କର୍ମଚାରୀ ଅଫିସରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+