ପିଏମ୍‌ କିଷାନ KYC ଅପଡେଟ୍ ଅବଧି ବୃଦ୍ଧି କଲେ ସରକାର

ପିଏମ କିଷାନରୁ ବାଦ ପଡ଼ିଥିବା ଚାଷୀଙ୍କ ପାଇଁ ବଡ଼ ଖବର । ସାମିଲ ହେବାକୁ ସରକାର ଦେଲେ ବଡ଼ ସୁଯୋଗ । କେ୍ୱାଇସି ଅବଧିକୁ ଆଉ ୬ ମାସ ବଢ଼ାଇଲେ ସରକାର । ୮ ସେପ୍ଟେମ୍ବରରୁ ଆଉ ୬ ମାସ ବୃଦ୍ଧି କରିଛନ୍ତି ସରକାର । ସିଏମ କିଷାନ ପାଉଥିବା ହିତାଧିକାରୀ ପିଏମ କିଷାନରେ କେ୍ୱାଇସି ଅପଡେଟ କରି ସାମିଲ ହୋଇପାରିବେ । ଏବେ ସିଏମ କିଷାନରେ ୫୧ ଲକ୍ଷ ୫୪ ହଜାର ଥିବା ବେଳେ ପିଏମ କିଷାନରେ ୩୪ ଲକ୍ଷ ୮୫ ହଜାର ହିତାଧିକାରୀ ସାମିଲ ଅଛନ୍ତି । ପୂର୍ବ ବର୍ଷ ଅପେକ୍ଷା ଅଧିକ ୬ ଲକ୍ଷ ହିତାଧିକାରୀ ପିଏମ କିଷାନରେ ସାମିଲ କରିଛନ୍ତି ନୂଆ ସରକାର । ଅଧିକ ଚାଷୀଙ୍କୁ ଯୋଡିବାକୁ ସରକାର କରୁଛନ୍ତି ସ୍ପେଶାଲ ଡ୍ରାଇଭ ।

PM Kisan
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+