ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର: କୃଷ୍ଣଚନ୍ଦ୍ର ପାତ୍ର

ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର। ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତର। ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ ମେଟ୍ରିକ୍ ଧାନ ଅଧିକା କିଣାହୋଇଛି ।

ପ୍ରତ୍ୟେକ ବର୍ଷ ୧୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ FCI ନିଏ । ଏଥର ଅଧିକ ୨୦ ଲକ୍ଷ ମେଟ୍ରିକ୍ ଟନ୍ ଧାନ ନେବାକୁ ରାଜି ହୋଇଛନ୍ତି ।
ଚଳିତ ବର୍ଷ ମୋଟ ୪୬ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ନେବ FCI ।

Krushna Chandra Patra

ତାପରେ ବି ୧୫ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ରହୁଛି ।'୧୦ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ରଖିବାକୁ ଗୋଦାମ କରୁଛୁ ।'ବଳକା ଚାଉଳକୁ ମଧ୍ୟ ଫ୍ରି ସେଲ୍ କରିବାକୁ ବ୍ୟବସ୍ଥା କରାଯାଉଛି ।

ତିନି ଦିନ ଛୁଟି ପରେ ଆଜିଠୁ ପୁଣି କମ୍ପିବ ବିଧାନସଭା। ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଉପରୁ ହଟବି କି ନିଲମ୍ବନ, ତାହା ଉପରେ ରହିବ ନଜର।

ଗୃହରେ ପୁଣି ହଙ୍ଗାମା କରିପାରେ ବିଜେଡି । କଂଗ୍ରେସ ବିଧାୟକଙ୍କ ନିଲମ୍ବନକୁ ବିରୋଧ କରୁଛି ବିରୋଧୀ ଦଳ ବିଜେଡି । ଆଉ ଏହାକୁ ନେଇ ମଧ୍ୟ ଆଜି ହଙ୍ଗାମା କରିପାରେ ବିଜୁ ଜନତା ଦଳ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+