ବଡ ନିଷ୍ପତ୍ତି ନେଲେ ଭାରତ ସରକାର ; ଜାତୀୟ ଉତ୍ସବ ଭାବରେ ପାଳନ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ

ଜାତୀୟ ଉତ୍ସବ ହେବ ହରେକୃଷ୍ଣ ମହତାବଙ୍କ ଜୟନ୍ତୀ । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଜାତୀୟ ଉତ୍ସବ ଭାବେ ଆୟୋଜନ କରାଯିବ । ଆୟୋଜନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି । ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ପ୍ଲାଟଫର୍ମରେ ସୂଚନା ପ୍ରଦାନ କରିଛନ୍ତି ।

Mohan Charan Majhi

ଓଡିଶାର କିମ୍ବଦନ୍ତୀ ଜାତୀୟତାବାଦୀ ନେତାଙ୍କ ପାଇଁ ଏହା ମହାନ ଶ୍ରଦ୍ଧାଞ୍ଜଳି ଏବଂ ଓଡିଆ ଆସ୍ମିତାର ଏକ ନିୟମ ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି । ଜାତୀୟ ଉତ୍ସବ ପାଳନ ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ସଂସ୍କୃତି ମନ୍ତ୍ରୀଙ୍କୁ ଧନ୍ୟବାଦ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+