ବଦଳିଲା ନିର୍ଦ୍ଦେଶ ଛୁଟି ନେଇ ପାରିବେ ସରକାରୀ ଅଧିକାରୀ

ବଦଳିଲା ଛୁଟି ନନେବା ନିଷ୍ପତ୍ତି । ଜୁନ୍‌ ୩୦ ଯାଏ ସରକାରୀ କର୍ମଚାରୀମାନଙ୍କ ଛୁଟି ବାତିଲ ନିର୍ଦ୍ଦେଶରେ ପ୍ରଶାସନ ବୁଧବାର ସଂଶୋଧନ କରିଛି। ମିଳିଥିବା ସୂଚନାନୁଯାୟୀ, ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ। କିନ୍ତୁ ଜରୁରୀ ହେଲେ ତତ୍କାଳ ଯୋଗଦେବେ।

order has changed

ଏପରିକି ଜରୁରୀ ଯୋଗାଯୋଗ ପାଇଁ ନିଜ ମୋବାଇଲ ନମ୍ବର ଆକ୍ଟିଭ ରଖିବେ ବୋଲି ନିର୍ଦ୍ଦେଶାବଳୀରେ କୁହାଯାଇଛି।

ମଙ୍ଗଳବାର ନିର୍ଦ୍ଦେଶ ଦିଆଯାଇଥିଲା କି, ଜୁନ୍‌ ୩୦ ଯାଏ ସରକାରୀ କର୍ମଚାରୀମାନେ ଛୁଟି ନେଇପାରିବେ ନାହିଁ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଭିନ୍ନ ବିଭାଗ ସଚିବ ଓ ଜିଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଥିଲା। ନୂଆ ସରକାର ଗଠନ ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ। ତେଣୁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+