ଧାନ କିଣା ତଥ୍ୟ ଜାରି କଲେ ସରକାର, ଆଜି ସୁଦ୍ଧା ୫୯ ଲକ୍ଷ ମେଟ୍ରିକ ଧାନ କିଣା ସରିଛି

ଆଜି ସୁଦ୍ଧା ଧାନ କିଣା ତଥ୍ୟ ଜାରି କଲେ ସରକାର । ବର୍ତ୍ତମାନ ସୁଦ୍ଧା ମଣ୍ଡିକୁ ୫୯ ଲକ୍ଷ ୯୨ ହଜାର ୮୬୪ ମେଟ୍ରିକ ଟନ୍‌ ଧାନ ଆସିଛି । ୫୯ ଲକ୍ଷ ୭୩ ହଜାର ୫୫୨ ମେଟ୍ରିକ ଧାନ କିଣା ହୋଇଛି । ୫୮ ଲକ୍ଷ ୬ ହଜାର ୪୩୨ ମେଟ୍ରିକ ଟନ ଧାନ ଉଠା ହୋଇଛି । ୧ ଲକ୍ଷ ୯୪ ହଜାର ୮୪୬ ମେଟ୍ରିକ ଟନ ଧାନ ମଣ୍ଡିରେ ପଡ଼ି ରହିଛି ବୋଲି । ଏବେ ୧୩ ଲକ୍ଷ ୯୦ ହଜାର ୯୭୮ ଚାଷୀ ଧାନ ବିକ୍ରି କରି ସାରିଛନ୍ତି । ଚାଷୀଙ୍କ ଆକାଉଣ୍ଟକୁ ଯାଇଛି ୪ ହଜାର ୪୫ କୋଟି ଟଙ୍କାର ଇନପୁଟ ସବସିଡି । MSP ବାବଦକୁ ୧୩ ହଜାର ୧୧୦ କୋଟି ଟଙ୍କା ଯାଇଛି ।

Government releases paddy procurement
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+