Get Updates
Get notified of breaking news, exclusive insights, and must-see stories!

ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର:୨୦୦ କୋଟି ବ୍ୟୟରେ ହେବ ନିର୍ମାଣ

ବିପର୍ଯ୍ୟୟ ମୁକାବିଲା ପାଇଁ ବିପର୍ଯ୍ୟୟ ଭବନ ନିର୍ମାଣ କରିବେ ସରକାର। ଆସନ୍ତା ୨ ବର୍ଷ ମଧ୍ୟରେ ୨୦୦ କୋଟି ବ୍ୟୟରେ ହେବ ନିର୍ମାଣ। ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ଲୋକସେବା ଭବନ ନିକଟରେ ତିଆରି ହେବ ବିପର୍ଯ୍ୟୟ ଭବନ । ଗୋଟିଏ ଛାତ ତଳେ ଏକାଠି କାମ କରିବେ SRC, ଅଗ୍ନିଶମ ଓ ପାଣିପାଗ ବିଭାଗ । କେନ୍ଦ୍ର ସହଯୋଗରେ ବିପର୍ଯ୍ୟୟ ମୁକାବିଲାର ଅତ୍ୟାଧୁନିକ କୌଶଳ ଅଣାଯିବ ।

suresh pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+