ଆଜି ଚାଷୀଙ୍କୁ ବଡ ଉପହାର ଦେବେ ସରକାର ; ମିଳିବ ସିଏମ୍‌ କିଷାନ ଟଙ୍କା

ଚାଷୀଙ୍କ ପାଇଁ ଭଲ ଖବର । ଆଜି ଅକ୍ଷୟ ତୃତୀୟାରେ ମିଳିବ ସିଏମ୍‌ କିଷାନ ଟଙ୍କା । ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ । ଏକାଥର କେ ୫୦ଲକ୍ଷ ଚାଷୀଙ୍କ ଖାତାକୁ ଟଙ୍କା ଯିବ। ନାମମାତ୍ର ଚାଷୀଙ୍କଠୁ ନେଇ କ୍ଷୁଦ୍ର ଏବଂ ଭୂମିହୀନ ଚାଷୀଙ୍କୁ ମିଳିବ ଏହି ସିଏମ କିଷାନ ଟଙ୍କା ।

CM Kisan Rupee

୧ ହଜାର କୋଟିରୁ ଅଧିକ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ । ସିଏମ କିଷାନ ଯୋଜନାରେ ଚାଷୀ ମାନଙ୍କୁ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା ମିଳୁଛି । ନୂଆଖାଇ ଓ ଅକ୍ଷୟ ତୃତୀୟାରେ ଦୁଇଟି କିସ୍ତିରେ ୪ ହଜାର ଟଙ୍କା ଦେଉଛନ୍ତି ସରକାର ।
--

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+