ସରକାରଙ୍କ ବଡ ଘୋଷଣା, ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା
ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା କରିଛନ୍ତି। ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ୩୦ ହଜାର ରିହାତି ଦେବ।

ସେହିପରି ୨ କିଲୋୱାଟ ପାଇଁ ୬୦ ହଜାର, ୩ କିଲୋୱାଟ ପାଇଁ ୭୮ ହଜାର ରିହାତି ମିଳିବ। ଏଥିରେ ଅତିରିକ୍ତ ସହାୟତା ଦେବାକୁ ରାଜ୍ୟର ସୌରଶକ୍ତି ପ୍ରୋତ୍ସାହନ ଯୋଜନା ଲାଗୁ କରାଯିବ।












Click it and Unblock the Notifications