ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ
ଉତ୍କଳ ବିଶ୍ୱବିଦ୍ୟାଳୟ ଭାରପ୍ରାପ୍ତ କୁଳପତିଙ୍କ ନିଯୁକ୍ତି ରଦ୍ଦ କଲେ ରାଜ୍ୟପାଳ । ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କଲେ ଆଡ଼ଭୋକେଟ୍ ଜେନେରାଲ୍ । ଉତ୍କଳ ବିଶ୍ୱବିଦ୍ୟାଳୟରେ ଭାରପ୍ରାପ୍ତ VC ନିଯୁକ୍ତ ପାଇଥିଲେ। ନିଯୁକ୍ତିକୁ ବେଆଇନ ଦର୍ଶାଇ ଦାୟର ହୋଇଥିଲା ମାମଲା । ମାମଲା ଦାୟର କରିଥିଲେ ଆଇନଜୀବୀ ପ୍ରବୀର ଦାସ ।













Click it and Unblock the Notifications