ନବୀନଙ୍କୁ ଭେଟିଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି

ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ବାବୁଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ପହଞ୍ଚିଲେ।

ନିକଟରେ ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସିତ ହୋଇ ଫେରିଥିଲେ। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଭେଟି ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ ।

Kambhampati meets former odisha cm Naveen patnaik
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+