Get Updates
Get notified of breaking news, exclusive insights, and must-see stories!

ରାଷ୍ଟ୍ରପତିଙ୍କ ପାଇଁ ନୈଶ୍ୟଭୋଜିର ଆୟୋଜନ କଲେ ରାଜ୍ୟପାଳ, ଯୋଗଦେଲେ ମାନ୍ୟଗଣ୍ୟ ବ୍ୟକ୍ତି

ରାଜଭବନରେ ଭାରତର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସମ୍ମାନରେ ଓଡିଶାର ରାଜ୍ୟପାଳ ଡକ୍ଟର ହରି ବାବୁ କାମ୍ବମପତି ରାତ୍ରୀଭୋଜନର ଆୟୋଜନ କରିଥିଲେ। ରାଜ୍ୟପାଳଙ୍କ ପତ୍ନୀ ଶ୍ରୀମତୀ ଜୟଶ୍ରୀ କାମ୍ବମପତି ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ରାଷ୍ଟ୍ରପତିଙ୍କ ରାଜ୍ୟ ଗସ୍ତ ଅବସରରେ ଆୟୋଜିତ ଏହି ବ୍ୟାପକ ଭୋଜିରେ ସାଧାରଣ ଜୀବନର ବିଭିନ୍ନ କ୍ଷେତ୍ରରୁ ଆସିଥିବା ଶତାଧିକ ବିଶିଷ୍ଟ ବ୍ୟକ୍ତିବିଶେଷ ଯୋଗ ଦେଇଥିଲେ।

ଏହା ରାତ୍ରଭୋଜରେ ବିଭିନ୍ନ ସାମାଜିକ କ୍ଷେତ୍ରର ବିଶିଷ୍ଟ ବ୍ୟକ୍ତିମାନେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ତାଙ୍କ ପତ୍ନୀ ଡକ୍ଟର ପ୍ରିୟଙ୍କା ମାର୍ଣ୍ଡିଙ୍କ ସହିତ; କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ; କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ; ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ; ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା; ରାଜ୍ୟ କ୍ୟାବିନେଟର ସଦସ୍ୟ; ଅନେକ ସାଂସଦ ଏବଂ ବିଧାୟକ; ବରିଷ୍ଠ ଅମଲାତନ୍ତ୍ରୀ; ଏବଂ ଅନ୍ୟାନ୍ୟ ପ୍ରମୁଖ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ।

Governor hosts dinner for President
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+