Get Updates
Get notified of breaking news, exclusive insights, and must-see stories!

ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ, ଟ୍ବିଟରେ ଶୁଭେଚ୍ଛାର ସୁଅ

ଆଜି ସାରା ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ । ଏହି ଅବସରରେ ବିଶିଷ୍ଟ ବ୍ୟକ୍ତି ତଥା ରାଜନେତାମାନେ ଟ୍ବିଟ ଯୋଗେ ଶୁଭେଚ୍ଛା ଜଣାଉଛନ୍ତି । ୭୫ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନ

ଭୁବନେଶ୍ୱର: ଆଜି ସାରା ଦେଶ ପାଳୁଛି ୭୫ତମ ସ୍ୱାଧୀନତା ଦିବସ । ଏହି ଅବସରରେ ବିଶିଷ୍ଟ ବ୍ୟକ୍ତି ତଥା ରାଜନେତାମାନେ ଟ୍ବିଟ ଯୋଗେ ଶୁଭେଚ୍ଛା ଜଣାଉଛନ୍ତି । ୭୫ତମ ସ୍ୱାଧୀନତା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Independence Day

ରାଜ୍ୟପାଳ ରାଜ୍ୟବାସୀଙ୍କୁ ଏ ଅବସରରେ ଶୁଭେଚ୍ଛା ଜଣାଇ ଲେଖିଛନ୍ତି, ଆମ ରାଜ୍ୟକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ପରିଣତ କରିବା । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ ଯୋଗେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖି ଏକ ସମୃଦ୍ଧ ଭାରତ ଗଠନ ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+