ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗାଇଲେ 'ବନ୍ଦେ ଉତ୍କଳ ଜନନୀ'
ପ୍ରଫେସର ଗଣେଶୀ ଲାଲ ଗାଇଲେ ବନ୍ଦେ ଉତ୍କଳ ଜନନୀ ଗୀତ। ଗୀତର ଏକ ଝଲକ୍ ସାମ୍ନାକୁ ଆସିଥିବା ବେଲେ ରାଜଭବନ ପରିସର ଆୟୋଜିତ ସ୍ୱନ୍ତନ୍ତ୍ର ଉତ୍ସବବରେ ଏହି ଗିତକୁ ଉନ୍ମୋଚିତ କରିଛନ୍ତି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ।
ଭୁବନେଶ୍ବର: ଉତ୍କଳ ଦିବସ ଅବସରରେ ରାଜ୍ୟପାଳ ଭବନରେ ରିଲିଜ ହେଲା 'ବନ୍ଦେ ଉତ୍କଳ ଜନନୀ' ଗୀତ । ପ୍ରଫେସର ଗଣେଶୀ ଲାଲ ଗାଇଲେ ବନ୍ଦେ ଉତ୍କଳ ଜନନୀ ଗୀତ। ଗୀତର ଏକ ଝଲକ୍ ସାମ୍ନାକୁ ଆସିଥିବା ବେଲେ ରାଜଭବନ ପରିସର ଆୟୋଜିତ ସ୍ୱନ୍ତନ୍ତ୍ର ଉତ୍ସବବରେ ଏହି ଗିତକୁ ଉନ୍ମୋଚିତ କରିଛନ୍ତି ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ।

କାର୍ଯ୍ୟକ୍ରମରେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ସମେତ ସଙ୍ଗୀତକାର ଦୀପ୍ତିରେଖା, ହ୍ୟୁମାନ ସାଗର, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦ ଉପସ୍ଥିତ ଥିଲେ ।
ଏହା ସହ ରାଜଭବନରେ ଓଡ଼ିଶାର କଳା ଓ ଭାସ୍କର୍ଯ୍ୟକୁ ନେଇ ଶିଳ୍ପୀ ବିଶ୍ବନାଥ ରଣା ତିଆରି ଥିବା କୋଣାର୍କ ଚକ୍ରର ଉଦଘାଟନ କରିଛନ୍ତି ରାଜ୍ୟପାଳ ଗଣେଶୀ ଲାଲ। ସେହିପରି ଶିଳ୍ପୀ ଏବଂ ତାଙ୍କ ପରିବାରକୁ ସମ୍ମାନିତ କରିଛନ୍ତି ରାଜ୍ୟପାଳ ।
ତେବେ ରାଜଭବନ ପରିସରରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ଓଡିଶା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସହ ବିଶିଷ୍ଟ ବଂଶୀବଦକ ପଣ୍ଡିତ ହରିପ୍ରସାଦ ଚୌରସିଆଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।
ଅନ୍ୟପଟେ, ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications