ଗୃହ ବିଭାଗ ପକ୍ଷରୁ ଘୋଷଣା ହେଲା ରାଜ୍ୟପାଳ ପଦକ

ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାକୁ ଦୃଷ୍ଟିରେ ରଖି ୨୦୨୫ ପାଇଁ ଗୃହ ବିଭାଗ ପକ୍ଷରୁ ରାଜ୍ୟପାଳ ପଦକ ଘୋଷଣା କରାଯାଇଛି। ମୋଟ ୨୦ ଜଣଙ୍କୁ ପଦକ ମିଳିବ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ମଧ୍ୟରେ ଆଇଜି ନୀତି ଶେଖର, ସତ୍ୟଜିତ ନାୟକଙ୍କ ସମେତ ପୁରୀ ଏସ୍‌ପି ପ୍ରତୀକ ସିଂ, ଭିଜିଲାନ୍ସ ASP ଅନୁପମା ମହାପାତ୍ର ପ୍ରମୁଖ ରହିଛନ୍ତି। ସଚିବାନନ୍ଦ ରଥ ଓ ପ୍ରସନ୍ନ ରାଉତଙ୍କୁ ମଧ୍ୟ ମିଳିବ ରାଜ୍ୟପାଳ ପଦକ ।

Governor s Medal announced

ଏହା ସହ ମୋଟ୍ ୩୧ ଜଣ ରାଷ୍ଟ୍ରପତି ପୋଲିସ ସେବା ପଦକରେ ସମ୍ମାନୀତ ହେବେ। ସେଥି ମଧ୍ୟରୁ ଓଡିଶାରୁ ଜଣେ ସିବିଆଇ ଅଧିକାରୀ ସମ୍ମାନିତ ହେବେ। ସାହସିକତା ପାଇଁ ଓଡିଶାରେ ୪ ଜଣ ପାଇବେ ପଦକ । ଉଲ୍ଲେଖନୀୟ ସେବା ପାଇଁ ଓଡିଶାରୁ ୨ ଜଣଙ୍କୁ ମିଳିବ ପଦକ । ପ୍ରଶଂସନୀୟ ସେବା ପାଇଁ ୧୧ ଜଣଙ୍କୁ ପଦକ ମିଳିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+