ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୋବିନ୍ଦ ସାହୁଙ୍କ ପରିବାର

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୋବିନ୍ଦ ସାହୁଙ୍କ ପରିବାର । ପ୍ରଦୀପ୍ତ କୁମାର ନାଏକଙ୍କ ସହ ଆସିଛନ୍ତି ଗୋବିନ୍ଦଙ୍କ ପରିବାର । ଗୋବିନ୍ଦ ସାହୁ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ ଦାବି । ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ । ୨୦୨୨ ଡିସେମ୍ବର ୨୦ରେ କଣ୍ଟାବାଞ୍ଜି ସବ୍‌-ଜେଲ୍‌ରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଥିଲା ।

cm
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+