ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ

କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବେ କମିନଥିବା ସହ ରାଜ୍ୟରେ ପରିବହନ ଚଳାଚଳ ସ୍ୱାଭାବିକ ହୋଇନାହିଁ | ତେଣୁ ବନ୍ଦ ପାଳନ ସମୟରେ ଯାନବାହାନ ଚଳାଚଳ ଓ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇପାରେ | ଯାହା ଫଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି | ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ ରହିବ ।

Govt-Office

ଭୁବନେଶ୍ୱର : ଆସନ୍ତାକାଲି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ ରହିବ | ଡିସେମ୍ବର 8ରେ କୃଷକ ସଙ୍ଗଠନ ତରଫରୁ ଦିଆଯାଇଥିବା ଭାରତ ବନ୍ଦ ସମୟରେ ଯାନବାହାନ ଚଳାଚଳ ଉପରେ ପ୍ରଭାବ ପକାଇବାର ଆଶଙ୍କା ରହିଛି | କରୋନା ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ଭାବେ କମିନଥିବା ସହ ରାଜ୍ୟରେ ପରିବହନ ଚଳାଚଳ ସ୍ୱାଭାବିକ ହୋଇନାହିଁ | ତେଣୁ ବନ୍ଦ ପାଳନ ସମୟରେ ଯାନବାହାନ ଚଳାଚଳ ଓ ପରିବହନ ବ୍ୟବସ୍ଥା ପ୍ରଭାବିତ ହୋଇପାରେ | ଯାହା ଫଳରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି | ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଗୁଡ଼ିକ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି | ଏହି ସମୟରେ ଅତ୍ୟାବଶ୍ୟକ ସରକାରୀ ସେବା ବଜାୟ ରହିବ ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ କୁହାଯାଇଛି |

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+