ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମେଡିକାଲ ଓ ଇଞ୍ଜିନିୟରିଂ ନାମଲେଖାରେ ମିଳିବ ୧୫ ପ୍ରତିଶତ ସଂରକ୍ଷଣ
ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର: ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବୈଷୟିକ ଶିକ୍ଷା ପାଇଁ ସଂରକ୍ଷଣ । ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜନିୟରିଂ ପାଠ୍ୟକ୍ରମରେ ୧୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ନେଇ ବିଧାନସଭାରେ ସଂକଳ୍ପ ଆଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ସଂକଳ୍ପକୁ ସ୍ୱାଗତ କରିଛନ୍ତି ବିରୋଧୀ ଦଳ ନେତା ଓ କଂଗ୍ରେସ ବିଧାୟକ ଦଳ ନେତା । ସଂରକ୍ଷଣ ପାଇଁ କ୍ୟାବିନେଟରେ ଆସିଥିଲା ପ୍ରସ୍ତାବ । ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ ହୋଇଥିଲା । ଏହି କମିଟିର ଆଜି ବିଧାନସଭାରେ ରିପୋର୍ଟ ପ୍ରଦାନ କରିଥିଲା । ଏହା ଉପରେ ସଙ୍କଳ୍ପ କରାଯାଇ ସର୍ବସମ୍ମତିକ୍ରମେ ପାରିତ ହୋଇଛି ।
ଏଣିକି ବୈଷୟିକ ଶିକ୍ଷାନୁଷ୍ଠାନମାନଙ୍କରେ ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ୧୫ ପ୍ରତିଶତ ସଂରକ୍ଷଣ ନୀତି ଲାଗୁ ହେବ ବୋଲି ସଙ୍କଳ୍ପ ପାରିତ ହୋଇଛି । ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଧାନସଭାର ସ୍ୱତନ୍ତ୍ର ଆଲୋଚନା ଚାଲିଥିବା ବେଳେ ଏହି ସଂକଳ୍ପ ଆଣିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
-
ବିବାହ ବନ୍ଧନରେ ବାନ୍ଧି ହେଲେ ଅର୍ଜୁନ-ସାନିୟା, ଗ୍ରାଣ୍ଡ ୱେଡିଂରେ ସାମିଲ ହେଲେ.... -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ.....












Click it and Unblock the Notifications